ଓଡିଶାରେ କେଉଁ ନିର୍ବାଚନ ମଣ୍ଡଳୀରେ କେବେ ଭୋଟ ଜାଣନ୍ତୁ

0

ନୂଆଦିଲ୍ଲୀ: ଏଥର ଓଡ଼ିଶାରେ ୪ଟି ପର୍ୟ୍ୟାୟରେ ଭୋଟ ଗ୍ରହଣ ହେବ। ନିର୍ବାଚନ କମିଶନ ଏହି ଘୋଷଣା କରିଛନ୍ତି। ଅପ୍ରେଲ ୧୧, ୧୮, ୨୩ ଓ ୨୯ରେ ଓଡ଼ିଶାରେ ନିର୍ବାଚନ ଅନୁଷ୍ଠିତ ହେବ।
ଅପ୍ରେଲ ୧୧ ଗୁରୁବାର 
କଳାହାଣ୍ଡି: ନୂଆପଡ଼ା, ଖରିଆର, ଲାଞ୍ଜିଗଡ଼, ଜୁନାଗଡ଼, ଧର୍ମଗଡ଼, ଭବାନୀପାଟଣା, ନର୍ଲା
ନବରଙ୍ଗପୁର: ଉମରକୋଟ, ଝରିଗାଁ, ନବରଙ୍ଗପୁର, ଡାବୁଗାଁ, କୋଟପାଡ଼, ମାଲକାନାଗିରି, ଚିତ୍ରକୋଣ୍ଡା
ବ୍ରହ୍ମପୁର: ଛତ୍ରପୁର, ଗୋପାଳପୁର, ବ୍ରହ୍ମପୁର, ଦିଗପହଣ୍ଡି, ଚିକିଟି, ମୋହନା, ପାରଳାଖେମୁଣ୍ଡି
କୋରାପୁଟ: ଗୁଣୁପୁର, ବିଷମକଟକ, ରାୟଗଡ଼ା, ଲକ୍ଷ୍ମୀପୁର, ଜୟପୁର, କୋରାପୁଟ, ପଟାଙ୍ଗୀ
ବଲାଙ୍ଗୀର: ବୀରମହାରାଜପୁର, ସୋନପୁର, ଲୋଇସିଂହା, ପାଟଣାଗଡ଼, ବଲାଙ୍ଗୀର, ଟିଟିଲାଗଡ଼, କଂଟାବାଞ୍ଝୀ
କନ୍ଧମାଳ: ବାଲିଗୁଡ଼ା, ଜି ଉଦୟଗିରି, ଫୁଲବାଣୀ, କଂଟାମାଳ, ବୌଦ୍ଧ, ଦଶପଲ୍ଲା, ଭଞ୍ଜନଗର
ଅପ୍ରେଲ ୧୮ ଗୁରୁବାର
ବରଗଡ଼ ଲୋକସଭା: ପଦ୍ମପୁର, ବିଜେପୁର, ବରଗଡ଼, ଅତାବିରା, ଭଟଲି, ବ୍ରଜରାଜନଗର, ଝାରସୁଗୁଡ଼ା
ସୁନ୍ଦରଗଡ଼ ଲୋକସଭା: ତଳସରା, ସୁନ୍ଦରଗଡ଼, ବୀରମିତ୍ରପୁର, ରଘୁନାଥପଲ୍ଲୀ, ରାଉରକେଲା, ରାଜଗାଙ୍ଗପୁର, ବଣାଇ
ଆସ୍କା: ପୋଲସରା, କବିସୂର୍ୟ୍ୟନଗର, ଖଲିକୋଟ, ଆସ୍କା, ସୁରଡ଼ା, ସାନଖେମୁଣ୍ଡି, ହିଞ୍ଜିଳି
ଅପ୍ରେଲ ୨୩ ମଙ୍ଗଳବାର
ସମ୍ବଲପୁର ଲୋକସଭା: କୁଚିଣ୍ଡା, ରେଙ୍ଗାଲି, ସମ୍ବଲପୁର, ରେଢାଖୋଲ, ଦେବଗଡ଼, ଛେଣ୍ଡିପଦା, ଆଠମଲ୍ଲିକ
କେନ୍ଦୁଝର ଲୋକସଭା: ତେଲକୋଇ, ଘସିପୁରା, ଆନନ୍ଦପୁର, ପାଟଣା, କେନ୍ଦୁଝର, ଚମ୍ପୁଆ, କରଞ୍ଜିଆ
ଢେଙ୍କାନାଳ: ଢେଙ୍କାନାଳ, ହିନେ୍ଦାଳ, କାମାକ୍ଷାନଗର, ପରଜଙ୍ଗ, ପାଳଲହଡ଼ା, ତାଳଚେର, ଅନୁଗୁଳ
କଟକ: ବଡ଼ମ୍ବା, ବାଙ୍କୀ, ଆଠଗଡ଼, ବାରବାଟୀ-କଟକ, ଚୌଦ୍ୱାର-କଟକ, କଟକ ସଦର, ଖଣ୍ଡପଡ଼ା
ପୁରୀ: ପୁରୀ, ବ୍ରହ୍ମଗିରି, ସତ୍ୟବାଦୀ, ପିପିଲି, ଚିଲିକା, ରଣପୁର, ନୟାଗଡ଼
ଭୁବନେଶ୍ୱର: ଜୟଦେବ, ଭୁବନେଶ୍ୱର ମଧ୍ୟ, ଭୁବନେଶ୍ୱର ଉତର, ଏକାମ୍ର ଭୁବନେଶ୍ୱର, ଜଟଣୀ, ବେଗୁନିଆ, ଖୋର୍ଦ୍ଧା
ଅପ୍ରେଲ ୨୯ ସୋମବାର
ମୟୂରଭଞ୍ଜ ଲୋକସଭା: ଯଶୀପୁର, ସାରସକଣା, ରାଇରଙ୍ଗପୁର, ବାଙ୍ଗିରିପୋଷୀ, ଉଦଳା, ବାରିପଦା, ମୋରଡ଼ା
ବାଲେଶ୍ୱର: ବଡ଼ସାହି, ଜଳେଶ୍ୱର, ଭୋଗରାଇ, ବସ୍ତା, ବାଲେଶ୍ୱର, ରେମୁଣା, ନୀଳଗିରି
ଭଦ୍ରକ: ସୋରୋ, ସିମୁଳିଆ, ଭଣ୍ଡାରୀପୋଖରୀ, ଭଦ୍ରକ, ବାସୁଦେବପୁର, ଧାମନଗର, ଚାନ୍ଦବାଲି
ଯାଜପୁର: ବିଞ୍ଝାରପୁର, ବରୀ, ବଡ଼ଚଣା, ଧର୍ମଶାଳା, ଯାଜପୁର, କୋରେଇ, ସୁକିନ୍ଦା
କେନ୍ଦ୍ରାପଡ଼ା: ସାଲେପୁର, ମାହାଙ୍ଗା, ପାଟକୁରା, କେନ୍ଦ୍ରାପଡ଼ା, ଆଳି, ରାଜନଗର, ମହାକାଳପଡ଼ା
ଜଗତସିଂହପୁର: ନିଆଳୀ, ପାରାଦୀପ, ତିର୍ତୋଲ, ବାଲିକୁଦା-ଏରସମା, ଜଗତସିଂହପୁର, କାକଟପୁର, ନିମାପଡ଼ା

Leave A Reply