ଜଙ୍ଗଲରୁ ହାତୀ ଛୁଆର ମୃତଦେହ ଉଦ୍ଧାର

0

ଅନୁଗୁଳ : ଅନୁଗୁଳ ଜିଲାରେ ଏକ ଛୁଆ ହାତୀର ମୃତଦେହ ଉଦ୍ଧାର ହୋଇଛି। ହାତୀ ଛୁଆର ମୃତଦେହ ଖମାର ରେଞ୍ଜ ଶଙ୍ଖମୂଳ ଜଙ୍ଗଲରୁ ଉଦ୍ଧାର ହୋଇଛି। ମୃତ ହାତୀ ଛୁଆର ବୟସ ୧ମାସ ହେବ ବୋଲି ଜଣାପଡିଛି। ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ଘଟଣାସ୍ଥଳରେ ବନ ବିଭାଗ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Leave A Reply