ସୁରକ୍ଷାକର୍ମୀଙ୍କ ଗୁଳିରେ ୪ ନକ୍ସଲ ନିହତ

0

ମାଲକାନଗିରି : ସୁରକ୍ଷାକର୍ମୀଙ୍କ ଗୁଳିରେ ୪ଜଣ ନକ୍ସଲ ନିହତ ହୋଇଛନ୍ତି। ସୁକମା ଜିଲା ବିମାପୁରମ ଠାରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଗୁଳି ବିନିମୟ କରାଯାଇଥିଲା। ସୁରକ୍ଷାକର୍ମୀଙ୍କ ଗୁଳିରେ ୪ଜଣ ନିହତ ହୋଇଥିଲେ। ​‌ଘଟଣାସ୍ଥଳରେ ଗୋଟିଏ ଇନସାସ, ୨ଟି ଥ୍ରୀ ନଟ୍‌ ଥ୍ରୀ ରାଇଫଲ ଜବତ କରାଯାଇଛି। ଘଟଣାସ୍ଥଳରେ ବର୍ତ୍ତମାନ ପର୍ଯ୍ୟନ୍ତ ସୁରକ୍ଷାକର୍ମୀମାନେ ସର୍ଚ୍ଚ ଅପରେସନ ଜାରି ରଖିଛନ୍ତି।

Leave A Reply