ରାଜନୀତିକୁ ନେଇ ଗାଁର ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ

ନୟାଗଡ଼ : କାଳିକାପ୍ରସାଦ ପଞ୍ଚାୟତରେ ରାଜନୈତିକ ହିଂସା ଦେଖିବାକୁ ମିଳିଛି। ରବିବାର ଦୁଇ ଗୋଷ୍ଠୀ ମଧ୍ୟରେ ରାଜନୀତିକୁ ନେଇ ଗଣ୍ଡଗୋଳ ହୋଇଥିବା ଜଣାପଡ଼ିଛି। ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷରେ ହୋଇ ୬ ଆହତ ହୋଇଥିବା ବେଳେ ୨ଜଣ ଗୁରୁତର ହୋଇଛନ୍ତି। ସୂଚନା ଯୋଗ୍ୟ, ଗୁରୁତରଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଥିବା ଜଣାପଡ଼ିଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି।

Comments are closed.