କତା ବୋଝେଇ ଟ୍ରକରେ ଅଗ୍ନିକାଣ୍ଡ

0

କଳାହାଣ୍ଡି : କଳାହାଣ୍ଡି ଜିଲ୍ଲା ଭବାନୀପାଟଣା କେସିଙ୍ଗାରେ ଏକ କତା ବୋଝେଇ ଟ୍ରକରେ ନିଆଁ ଲାଗିଯାଇଛି । ଅଗ୍ନିକାଣ୍ଡର କାରଣ ଜଣାପଡିନଥିବା ବେଳେ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁ ଲିଭାଇବା କାର୍ଯ୍ୟ ଆରମ୍ଭ କରିଛନ୍ତି । ତେବେ ଏହି ଅଗ୍ନିକାଣ୍ଡରେ ହୋଇଥିବା କ୍ଷୟକ୍ଷତିର ଆକଳନ କରାଯାଇନାହିଁ ।

Leave A Reply