ପୁରୀ-ହାଟିଆ ତପସ୍ବିନୀ ଏକ୍ସପ୍ରେସରେ ଅଗ୍ନିକାଣ୍ଡ

0

ପୁରୀ : ପୁରୀ-ହାଟିଆ ତପସ୍ବିନୀ ଏକ୍ସପ୍ରେସରେ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ  ରହିଛି। ଶୁକ୍ରବାର ବିଳମ୍ବିତ ରାତିରେ ଏହି ଅଗ୍ନିକାଣ୍ଡ ଘଟିଛି। ଏଥିରେ କେହି ମୃତାହତ ହୋଇ ନ ଥିବା ଜଣାପଡିଛି। ୩ଟି ଟିମ ଘଟଣାର ତଦନ୍ତ କରୁଥିବା ଜଣାପଡିଛି। ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ତେବେ ସର୍ଟସର୍କିଟ ଯୋଗୁଁ ଏହି ଅଗ୍ନିକାଣ୍ଡ ଘଟିଥିବା କୁହାଯାଉଛି।

Leave A Reply