ଲିଙ୍ଗରାଜ ମହାପ୍ରଭୁଙ୍କୁ ଦର୍ଶନ କଲେ ରାଜ୍ୟପାଳ

0

ଭୁବନେଶ୍ୱର: ଓଡ଼ିଶାର ନୂତନ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ବୁଧବାର ଶ୍ରୀ ଶ୍ରୀ ଲିଙ୍ଗରାଜ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି । ରାଜ୍ୟପାଳ ଶ୍ରୀ ଶ୍ରୀ ଲିଙ୍ଗରାଜ ମହାପ୍ରଭୁଙ୍କ ନିକଟରେ ପୂଜା କରିବା ସହିତ ମନ୍ଦିର ପରିସର ବୁଲି ଦେଖିଥିଲେ। ଏଥିପାଇଁ ସୁରକ୍ଷା ବ୍ୟବସ୍ତାକୁ କଡ଼ାକଡି କରାଯାଇଥିଲା।

Leave A Reply