ପୁଣି ରାଜଧାନୀରୁ ବ୍ରାଉନସୁଗାର ଜବତ

ଭୁବନେଶ୍ବର : ରାଜଧାନୀ ଭୁବନେଶ୍ବରର ହଳଦିପଡିଆ ବସ୍ତିରୁ ପୁଣି ବ୍ରାଉନସୁଗାର ଜବତ କରାଯାଇଛି। ପୁଲିସ, ଅବକାରୀ ଫ୍ଲାଇଂ ସ୍କ୍ବାଡ ବିଭାଗ ବୁଧବାର ସକାଳେ ଚଢାଉ କରି ୨୦ଗ୍ରାମର ବ୍ରାଉନସୁଗାର ଜବତ କରିଛନ୍ତି। ଏଥିସହ ଜଣଙ୍କୁ ଗିରଫ ମଧ୍ୟ କରିଛନ୍ତି। ଜବତ ବ୍ରାଉନସୁଗାରର ମୂଲ୍ୟ ୨ଲକ୍ଷ ଟଙ୍କା ହେବ ବୋଲି ଅନୁମାନ କରାଯାଇଛି।

Comments are closed.