ରାଜ୍ୟର ବିଭିନ୍ନ ସ୍ଥାନରୁ ବ୍ରାଉନସୁଗାର ଜବତ

0

କଟକ: କଟକ ଅବକାରୀ ବିଭାଗ ପକ୍ଷରୁ ଶୁକ୍ରବାର ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ଚଢାଉ କରାଯାଇଥିଲା। ଏହି ଚଢାଉରେ ରାଜ୍ୟର ବିଭିନ୍ନ ସ୍ଥାନରୁ ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ଜବତ କରାଯାଇଛି। ଖୋର୍ଦ୍ଧା ନୂଆଗାଁରୁ ୧୦୦ଗ୍ରାମ, ଭୁବନେଶ୍ୱରରୁ ୨୦୦ଗ୍ରାମ ବ୍ରାଉନସୁଗାର ଜବତ ହୋଇଛି। ଏଥିରେ ଜଣେ ମହିଳାଙ୍କ ସମେତ ଅନ୍ୟ ଜଣେ ଅଭିଯୁକ୍ତକୁ ଗିରଫ କରାଯାଇଛି। କଟକ ଗାନ୍ଧୀ ନଗରରେ ମଧ୍ୟ ଅବକାରୀ ବିଭାଗରୁ ଏକ ଟିମ ଚଢାଉ କରିଛି।

Leave A Reply