ଭବାନୀପାଟଣାସ୍ଥିତ ଲାଲ ବାହାଦୂର ଶାସ୍ତ୍ରୀ ଷ୍ଟାଡିୟମରେ ଜିଲ୍ଲା ସ୍ଥରୀୟ ସ୍ୱାଧିନତା ଦିବସ ଅବସରରେ ଓଡିଶା ରାଜ୍ୟ ସରକାରଙ୍କ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଶ୍ରୀମତୀ ଟୁକୁନୀ ସାହୁ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି।

Comments are closed.