ଗୋଷ୍ଠୀ ସଂର୍ଘଷରେ ୨ଆହତ ୩ ଗୁରୁତର

0

ଜୟପୁର : କୋରାପୁଟ ଜିଲା ଜୟପୁର ସହରରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳରେ ୫ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସେମାନଙ୍କୁ କୋରାପୁଟ ଜିଲା ଚିକିତ୍ସାଳୟକୁ ସ୍ଥାନାନ୍ତରଣ କରାଯାଇଛି।

Leave A Reply