କାର୍ତ୍ତିକ ମାସରେ କରନ୍ତୁ ଏହି କାର୍ଯ୍ୟ, ବୈବାହିକ ଜୀବନ ହେବ ସୁଖମୟ

0

୧. ପାରିବାରିକ ଓ ବୈବାହିକ ଜୀବନରେ ସୁଖ ଓ ଶାନ୍ତି ପାଇଁ କାର୍ତ୍ତିକ ମାସରେ ତୁଳସୀ ଗଛ ପୂଜା କରିବା ସବୁଠୁ ଉତ୍ତମ ବୋଲି ବିଶ୍ବାସ ରହିଛି।

୨. ଘରର ବାଡିରେ ବା ଅଗଣାରେ ତୁଳସୀ ଗଛ ଲଗାଇବା ସଠିକ ସମୟ ହେଉଛି କାର୍ତ୍ତିକ ମାସ । ଏହି ମାସର ଯେକୌଣସି ଦିନରେ  କିମ୍ବା ମାସ ଆରମ୍ଭରେ ତୁଳସୀ ଗଛ ଆଣି ଘରେ ଲଗାଇବା ଦ୍ବାରା ବୈବାହିକ ଜୀବନ ସୁଖମୟ ହେବା ସହ ପରିବାରରେ ଶାନ୍ତି ପ୍ରତିଷ୍ଠା ହୋଇଥାଏ ।

୩. ପ୍ରତିଦିନ ସକାଳେ ଓ ସଂଧ୍ୟାରେ ତୁଳସୀ ଗଛ ମୂଳରେ ଘିଅ ବା ରାଶି ତେଲରେ ଦୀପ ଜଳାଇଲେ ପାରିବାରିକ ଜୀବନ ସୁଖମୟ ହୋଇଥାଏ।

Leave A Reply