ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ ଜଣେ ଯବାନ ସହିଦ୍

0

ମାଲକାନଗିରି: ସୁକୁମା ଜିଲା ତେମେଲୱାଡ଼ାରେ ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣ ଘଟି ଜଣେ ସୁରକ୍ଷାକର୍ମୀ ସହିଦ ହୋଇଥିବା ବେଳେ ଅନ୍ୟ ଜଣେ ଯବାନ ଗୁରୁତର ହୋଇଛନ୍ତି । ଆଜି ସକାଳେ ସ୍ଥାନୀୟଅଞ୍ଚଳରେ ସୁରକ୍ଷାକର୍ମୀମାନେ ପାଟ୍ରୋଲିଂ କରୁଥିବା ବେଳେ ମାଓବାଦଙ୍କ ଦ୍ବାରା ଖଞ୍ଜା ଯାଇଥିବା ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣ ଘଟିଥିଲା। ମୃତ ଯବାନ ଜଣେ ସବ୍‌ ଇନ୍ସପେକ୍ଟର ବୋଲି ଜଣାପଡିଛି । ଗୁରୁତର ଯବାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

Leave A Reply