ମନ୍ଦିରରୁ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଲୁଟ

0

କେନ୍ଦ୍ରାପଡ଼ା : କେନ୍ଦ୍ରାପଡ଼ା ଜିଲା ଜମ୍ବୁ ସାମୁଦ୍ରିକ ଥାନାର ସରକାରପଡ଼ାରେ ଥିବା ରାମେଶ୍ୱର ମନ୍ଦିରରୁ ଲୁଟ ହୋଇଛି। ଦୁର୍ବୃତ୍ତମାନେ ମନ୍ଦିରର ଚାଳ କଣା କରି ଠାକୁରଙ୍କ ଅଳଙ୍କାର ଲୁଟ କରିଥିବା ଅଭିଯୋଗ ହୋଇଛି। ଏହାସହ ମନ୍ଦିର ପରିସରରେ ଥିବା ପୋଥି ଓ ଅନ୍ୟାନ୍ୟ ଆସବାପତ୍ର ପୋଡ଼ି ଦେଇଥିବା ଜଣାପଡ଼ିଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି।

Leave A Reply