ମନ୍ଦିରରୁ ଲୁଟ୍ ଅଭିଯୋଗ

0

ଖୋର୍ଦ୍ଧା: ଜଟଣୀ ଥାନା ଅନ୍ତର୍ଗତ ପାତ୍ରପଡା ମଦନମୋହନ ମନ୍ଦିରରୁ ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି । ମନ୍ଦିରର କବାଟ ଭାଙ୍ଗୀ ହୁଣ୍ଡି, ଲକ୍ଷାଧିକ ଟଙ୍କାର ସୁନା ଓ ରୁପା ଅଳଙ୍କାର ଦୁର୍ବୃତ୍ତ ମାନେ ଲୁଟି ନେଇଛନ୍ତି । ଗତକାଲି ବିଳମ୍ବିତ ରାତିରେ ଏହି ଅଘଟଣ ଘଟିଥିବା ସନ୍ଦେହ କରାଯାଉଛି । ଜଟଣୀ ପୁଲିସ ଏହି ଘଟଣାରେ ତନାଘନା ଆରମ୍ଭ କରିଛି ।

Leave A Reply