ଏଟିଏମରୁ ଲୁଟ ଅଭିଯୋଗ

0

ରାୟଗଡ଼ା : ରାୟଗଡ଼ାରେ ଶୁକ୍ରବାର ବିଳମ୍ବିତ ରାତିରେ ଚାନ୍ଦିଲି ଥାନା ନିକଟରେ ଥିବା ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ଏଟିଏମରୁ ଲୁଟ ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ, ଲୁଟେରାମାନେ ମେସିନ ଭାଙ୍ଗି ଟଙ୍କା ନେଇ ଯାଇଥିବା ଜଣାପଡ଼ିଛି। ତେବେ କେତେ ଟଙ୍କା ଲୁଟ ହୋଇଛି ତାହା ସ୍ପଷ୍ଟ ହୋଇନାହିିଁ। ଥାନାର ନିକଟରୁ ମାତ୍ର ଅଳ୍ପ କିଛି ଦୂରରେ ଥିବା ଏଟିଏମ ଲୁଟ ଏହି ଲୁଟ ହୋଇଛି। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Leave A Reply