ଛତିଶଗଡ ଜଙ୍ଗଲରେ ପୁଲିସ-ମାଓବାଦୀ ମୁହାଁମୁହିଁ, ୩ ମାଓବାଦୀ ନିହତ

0

ଛତିଶଗଡ: ଜଙ୍ଗଲରେ ପୁଲିସ ଏନକାଉଣ୍ଟରରେ ୩ ଜଣ ମାଓବାଦୀ ନିହତ ହୋଇଛନ୍ତି । ନିହତ ମାଓବାଦୀଙ୍କ ମୃତଦେହ ଉଦ୍ଧାର କରିବା ସହ ସେମାନଙ୍କ ନିକଟରୁ ୩ଟି ବନ୍ଧୁକ ଜବତ ହୋଇଛି । ବିଜାପୁରର ମିରତୁର ଜଙ୍ଗଲରେ ସର୍ଚ୍ଚ ଅପରେସନ ଚାଲିଥିବା ମାଓବାଦୀମାନେ ପୁଲିସ ଉପରକୁ ଗୁଳି ବର୍ଷଣ କରିଥିଲେ । ପୁଲିସର ପାଲଟା ଗୁଳି ମାଓବାଦୀ ମାନେ ଛତ୍ରଭଙ୍ଗ ଦେବା ସହ ୩ ଜଣ ମାଓବାଦୀ ପ୍ରାଣ ହାରିଥିଲେ । ଏନକାଉଣ୍ଟର ପରେ ସ୍ଥାନୀୟ ଅଞ୍ଚଳରେ ସର୍ଚ୍ଚ ଅପରେସନ ଜାରି ରହିଛି ।

Leave A Reply