ରଶି ଲଗାଇ ଆତ୍ମହତ୍ୟା କଲେ ଯୁବକ

0

ଖୁଣ୍ଟା : ମୟୁରଭଞ୍ଜ ଜିଲ୍ଲା ଖୁଣ୍ଟା ଥାନା ଅର୍ନ୍ତଗତ ଗୁଡଡିହା ନିକଟସ୍ଥ ଡାହିସହି ଗ୍ରାମରେ ବେକରେ ରଶି ଲଗାଇ ଜଣେ ଯୁବକ(୨୦) ଆତ୍ମହତ୍ୟ କରିଛି। ପ୍ରେମ ବ୍ୟାପାରକୁ ନେଇ ଏହି ଘଟଣା ଘଟିଥିବା ସନ୍ଦେହ କରାଯାଉଛି। ଘଟଣା ସ୍ଥଳରୁ ଖୁଣ୍ଟାଥାନା ପୁଲିସ ଏକ ସୁଇସାଇଡ ନୋଟ୍‍ ଜବତ କରିବା ସହ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି।

Leave A Reply