ଆଇଆଇଟିରେ ପ୍ରଧାନମନ୍ତ୍ରୀ ମୋଦୀ

0

ଭୁବନେଶ୍ୱର : ଭୁବନେଶ୍ୱର ବିମାନବନ୍ଦରରୁ ବାୟୁସେନାର ସ୍ୱତନ୍ତ୍ର ହେଲିକପ୍ଟରରେ ଆଇଆଇଟିରେ ପ୍ରଧାନମନ୍ତ୍ରୀ ପହଞ୍ଚିଛନ୍ତି। ଆଇଆଇଟି ଭୁବନେଶ୍ୱରକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ମୋଦୀ ସମର୍ପଣ କରିବେ। ଏତଦ ବ୍ୟତୀତ ବିଭିନ୍ନ ପ୍ରକଳ୍ପର ମଧ୍ୟ ଶିଳାନ୍ୟାସ ମଧ୍ୟ କରିବେ। ମଞ୍ଚଳରେ ପ୍ରଧାନମନ୍ତ୍ରୀ ମୋଦୀ , ରାଜ୍ୟପାଳ ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ ଓ ଜୁଏଲ ଓରାମ ମଧ୍ୟ ଉପସ୍ଥିତ ଅଛନ୍ତି।

Leave A Reply