ଜୟପୁରରେ ମୋଦୀ

0

ଜୟପୁର : ଦିନିକିଆ ଓଡିଶା ଗସ୍ତରେ ଆସି ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କୋରାପୁଟ ଜିଲା ଜୟପୁରରେ ପହଞ୍ଚିଛନ୍ତି । ଏକ ସ୍ୱତନ୍ତ୍ର ବିମାନ ଯୋଗେ ମୋଦୀ ଜୟପୁରରେ ଆସି ପହଞ୍ଚିଛନ୍ତି । ତାଙ୍କୁ ସ୍ୱାଗତ କରିବା ପାଇଁ ବିମାନବନ୍ଦରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ ଓରାମ, ବରିଷ୍ଠ ବିଜେପି ନେତା ବିଜୟ ମହାପାତ୍ର, ବୈଜୟନ୍ତ ପଣ୍ଡା, ରାଜ୍ୟ ସଭାପତି ବସନ୍ତ ପଣ୍ଡା ଆଦି ଉପସ୍ଥିତ ଥିଲେ ।

Leave A Reply