ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

0

ଭୁବନେଶ୍ୱର : ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ମୋଦୀଙ୍କ ସ୍ୱାଗତ ପାଇଁ ସେଠାରେ ରାଜ୍ୟପାଳ ଗଣେଶୀ ଲାଲଙ୍କ ସହ ବହୁ ବ୍ୟକ୍ତି ରହିଛନ୍ତି। ବାୟୁସେନାର ସ୍ୱତନ୍ତ୍ର ବିମାନରେ ପ୍ରଧାନମନ୍ତ୍ରୀ ପହଞ୍ଚିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଜୁଏଲ ଓରାମ ମଧ୍ୟ ଉପସ୍ଥିତ ରହିଛନ୍ତି। ଭୁବନେଶ୍ୱର ବିମାନବନ୍ଦରରୁ ଆଇଆଇଟି ଅଭିମୁଖେ ପ୍ରଧାନମନ୍ତ୍ରୀ ଯାତ୍ରା କରିଛନ୍ତି।

Leave A Reply