ରାଜ୍ୟ ସରକାରୀ କର୍ମଚାରୀ ପାଇଁ ଉପହାର ,୩ ପ୍ରତିଶତ ବଢିଲା ମହଙ୍ଗା ଭତ୍ତା

0

ଭୁବନେଶ୍ୱର : ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପହାର ଭେଟି ଦେଇଛନ୍ତି। ସରକାରୀ କର୍ମଚାରୀ ଓ ପେନସନଭୋଗୀଙ୍କ ମହଙ୍ଗା ଭତ୍ତାକୁ ସରକାର ୩ ପ୍ରତିଶତ ବୃଦ୍ଧି କରିଛନ୍ତି। ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି। ୨୦୧୯ ଜାନୁଆରୀ ପହିଲାରୁ ପିଛଲା ଭାବେ ଏହା ଲାଗୁ ହେବ ବୋଲି ନିଷ୍ପତ୍ତି ହୋଇଛି। ସରକାରଙ୍କ ଏହି ନିଷ୍ପତ୍ତିରେ ପ୍ରାୟ ୪୮ ଲକ୍ଷ ସରକାରୀ କର୍ମଚାର ଓ ୬୨ ଲକ୍ଷ ପେନସନଭୋଗୀ ଏଥିରେ ଉପକୃତ ହେବେ।

Leave A Reply