ସ୍ତ୍ରୀକୁ ପିଟିପିଟି ହତ୍ୟା କଲା ସ୍ବାମୀ

0

ରାଇରଙ୍ଗପୁର : ସ୍ବାମୀ ନିଜ ସ୍ତ୍ରୀକୁ ପିଟିପିଟି ହତ୍ୟା କରିଥିବାର ଅଭିଯୋଗ ହୋଇଛି। ଏପରି ଘଟଣା ରାଇରଙ୍ଗପୁରର ବହଳଦା ଥାନା କାଙ୍କି ଗ୍ରାମରେ ଘଟିଛି। ସ୍ତ୍ରୀକୁ ହତ୍ୟା କରିବା ପରେ ସ୍ବାମୀ ଥାନାରେ ଆତ୍ମସମର୍ପଣ କରିଥିବାର ଜଣାପଡିଛି। ଘରୋଇ କଳହରୁ ରାଗି ଯାଇ ସ୍ବାମୀ ଏପରି କରିଥିବା ସୂଚନା ଦେଇଛନ୍ତି। ପୁଲିସ ଅଭିଯୁକ୍ତ ସ୍ବାମୀକୁ ଅଟକ ରଖି ତଦନ୍ତ କରୁଛି।

Leave A Reply