ଗୁଣିଗାରେଡି ସନ୍ଦେହରେ ୩ଜଣଙ୍କୁ ହତ୍ୟା

0

ରାୟଗଡା : ରାୟଗଡା ଜିଲାରେ ୩ଜଣଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଛି। ଏହି ଘଟଣା ଗୁଣପୁର ଉପଖଣ୍ଡ ରାମନାଗୁଡା ବ୍ଲକ ଅନ୍ତର୍ଗତ ଉକୁମ୍ବା ଠାରେ ହୋଇଛି। ତେବେ ଗୁଣିଗାରେଡିକୁ କେନ୍ଦ୍ର କରି ଏହି ହତ୍ୟାକାଣ୍ଡ କରାଯାଇଥିବା ସନ୍ଦେହ କରାଯାଉଛି। ମୃତକଙ୍କ ପରିଚୟ ମିଳିପାରି ନାହିଁ। ଖବର ପାଇ ପୁଲିସ ଘଟଣାସ୍ଥଳକୁ ଯାଇ ତଦନ୍ତ କରୁଥିବା ଜଣାପଡିଛି।

Leave A Reply