ଯୁବକଙ୍କୁ ପଥରରେ ଛେଚି ହତ୍ୟା ଅଭିଯୋଗ

ବୌଦ୍ଧ : ବୌଦ୍ଧ ଜିଲା ସଦର ଥାନା ଅନ୍ତର୍ଗତ ବଡବାଗବର ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଛି। ବଡବାଗବର ଗ୍ରାମର ଜଣେ ଯୁବକଙ୍କୁ ପଥରରେ ଛେଚି ହତ୍ୟା କରାଯାଇଥିବାର ଅଭିଯୋଗ ହୋଇଛି। ତେବେ ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି।

Comments are closed.