ଘରୁ ଡ଼ାକି ନେଇ ଯୁବକଙ୍କୁ ହତ୍ୟା ଅଭିଯୋଗ

ବ୍ରହ୍ମପୁର : ବ୍ରହ୍ମପୁର ଧଉଗାଁରେ ଏକ ଅଭାବନୀୟ ଘଟଣା ଘଟିଛି । ଜଣେ ଯୁବକଙ୍କୁ ଘରୁ ଡ଼ାକି ନେଇ କିଛି ଦୁର୍ବୃତ୍ତ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଅଭିଯୁକ୍ତମାନେ ସେହି ଗାଁର ବୋଲି ଜଣାପଡ଼ିଛି । ଏହି ଘଟଣାରେ ପୁଲିସ ତଦନ୍ତ ଆରମ୍ଭ କରି ଚାରି ଜଣଙ୍କୁ ଅଟକ ରଖିଛି । ହତ୍ୟାକାଣ୍ଡର କାରଣ ଏପର୍ଯ୍ୟନ୍ତ ଜଣାପଡିନାହିଁ ।

Comments are closed.