ବିଜେପିରେ ମିଶିଲେ ପୂର୍ବତନ ବିଧାୟକ କେ. ନାରାୟଣ ରାଓ

0

ଭୁବନେଶ୍ବର : ପୂର୍ବତନ ବିଧାୟକ କେ. ନାରାୟଣ ରାଓ ବୁଧବାର ବିଜେପିରେ ମିଶିଛନ୍ତି। ସେ ପାରଳାଖେମୁଣ୍ଡିର ପୂର୍ବତନ ବିଧାୟକ ଅଟନ୍ତି। ସେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ବସନ୍ତ ପଣ୍ଡା ଉପସ୍ଥିତିରେ ବିଜେପିରେ ମିଶିଛନ୍ତି। ସୂଚନାଯୋଗ୍ୟ ଯେ, ମଙ୍ଗଳବାର ଦିନ ସେ ବିଜେଡିରୁ ଇସ୍ତଫା ଦେଇଥିଲେ।

Leave A Reply