ପରୀକ୍ଷାର୍ଥୀଙ୍କ ଉଜ୍ୱଳ ଭବିଷ୍ୟତ କାମନା କରୁଛି; ମୁଖ୍ୟମନ୍ତ୍ରୀ

କଟକ : ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳତି ଚଳିତ ବର୍ଷର ମାଟ୍ରିକ ପରୀକ୍ଷାଫଳ ମଙ୍ଗଳବାର ପ୍ରକାଶ ପାଇବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱୁଟ୍‍ କରି ପରୀକ୍ଷାର୍ଥୀମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଦଶମ ବୋର୍ଡ଼ ପରୀକ୍ଷାର କୃତି ଛାତ୍ରଛାତ୍ରୀଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା। ସମସ୍ତଙ୍କ ଉଜ୍ୱଳ ଭବିଷ୍ୟତ କାମନା କରୁଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Comments are closed.