ଛାତ୍ରୀଙ୍କ ପ୍ରସବ ଘଟଣା: ଜଣେ ଅଟକ

0

ବାଲିଗୁଡ଼ା : କନ୍ଧମାଳ ଜିଲା ବାଲିଗୁଡ଼ା ଅଞ୍ଚଳରେ ଜଣେ ଅଷ୍ଟମଶ୍ରେଣୀ ଛାତ୍ରୀଙ୍କ ସନ୍ତାନ ପ୍ରସବ ଘଟଣାରେ ଜଣେ ଯୁବକକୁ ଅଟକ ରଖାଯାଇଛି। ଆଦିବାସୀ କଲ୍ୟାଣ ମନ୍ତ୍ରୀ ରମେଶ ମାଝୀ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। ତଦନ୍ତ ରିପୋର୍ଟ ଦେବାକୁ ଜିଲ୍ଲାପାଳଙ୍କୁ କୁହାଯାଇଛି। ଜିଲା ପ୍ରଶାସନ ମଧ୍ୟ ଘଟଣାକୁ ଗୁରୁତ୍ୱର ସହିତ ନେଇଛି। ପ୍ରସୂତି ଓ ଶିଶୁ କନ୍ୟା ଚିକିତ୍ସିତ ହେଉଛନ୍ତି। ଘଟଣା ପାଇଁ ଦାୟୀ ବ୍ୟକ୍ତିବିଶେଷଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବିରେ ଉତ୍ତ୍ୟକ୍ତ ଲୋକେ ରାସ୍ତା ଅବରୋଧ କରିଥିଲେ। ଏସଡ଼ିପିଓ ଲୋକମାନଙ୍କୁ ବୁଝାସୁଝା କରିବା ପରେ ରାସ୍ତା ଅବରୋଧ ହଟିଛି।

Leave A Reply