ଛାତ୍ରୀଙ୍କ ପ୍ରସବ ଘଟଣା: ୬ ଜଣଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ

0

ବାଲିଗୁଡ଼ା : କନ୍ଧମାଳ ଜିଲା ବାଲିଗୁଡ଼ା ଅଞ୍ଚଳରେ ଜଣେ ଅଷ୍ଟମଶ୍ରେଣୀ ଛାତ୍ରୀଙ୍କ ସନ୍ତାନ ପ୍ରସବ ଘଟଣାରେ କନ୍ଧମାଳ ଜିଲା ପ୍ରଶାସନ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ବିଦ୍ୟାଳୟର ୩ ଜଣ ଆସିଷ୍ଟାଣ୍ଡ ସୁପରିଣ୍ଟେଣ୍ଡେଣ୍ଟଙ୍କୁ ନିଲମ୍ବନ କରାଯାଇଛି। ଜଣେ ଏଏନଏମ, ୨ ଜଣ ମାଟ୍ରନଙ୍କୁ ମଧ୍ୟ କାର୍ଯ୍ୟରୁ ଅବ୍ୟାହତି ଦିଆଯାଇଛି। ପ୍ରଧାନଶିକ୍ଷୟିତ୍ରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ପାଇଁ ରାଜ୍ୟ ସରକାରଙ୍କୁ ଜିଲ୍ଲାପାଳ ସୁପାରିସ କରିଛନ୍ତି।

Leave A Reply