ସଡ଼କ ଦୁର୍ଘଟଣାରେ ୨ ମୃତ ୩ ଗୁରୁତର

ନୂଆପଡ଼ା : ନୂଆପଡ଼ା ଜିଲା ଧରମବନ୍ଧା ଗାଁ ନିକଟରେ ସୋମବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଦୁଇଟି ବାଇକ ମୁହାଁମୁହିଁ ଧକ୍କା ହେବା ଫଳରେ ଦୁଇ ଜଣଙ୍କର ମୃତ୍ୟୁ ହେବା ସହ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ସମସ୍ତ ଗୁରୁତର ଆହତଙ୍କୁ ନୂଆପଡ଼ା ଜିଲା ଡ଼ାକ୍ତରଖାନାରେ ଭର୍ତ୍ତି କରାଯାଇଛି।

Comments are closed.