ଦୋକାନ କର୍ମଚାରୀଙ୍କୁ ହତ୍ୟା ଅଭିଯୋଗ

0

ବ୍ରହ୍ମପୁର : ମଦ ଦୋକାନରେ କାର୍ଯ୍ୟରତ ଜଣେ ସେଲସମ୍ୟାନ୍‌କୁ ହତ୍ୟା କରାଯାଇଥିବାର ଅଭିଯୋଗ ହୋଇଛି। ମୃତକ ଜଣକ ହେଲେ ବିଜୟ କୁମାର ଡ଼ାକୁଆ। ବ୍ରହ୍ମପୁର ସହର ଉପକଣ୍ଠ ସଦର ଥାନା ଅନ୍ତର୍ଗତ ଜଗଦଳପୁର ଗ୍ରାମରେ ଏହି ଘଟଣା ଘଟିଛି। ଗ୍ରାମରେ ଥିବା ଠାକୁରାଣୀ ମନ୍ଦିର ନିକଟରେ ଏହି ଘଟଣା ଘଟିଥିବାର ସୂଚନା ମିଳିଛି। ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମୃତ ଦେହ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି।

Leave A Reply