ଅଙ୍ଗନବାଡ଼ି କେନ୍ଦ୍ରକୁ ଜାଳି ଦେଲେ ଦୁର୍ବୃତ୍ତ

ବାଲେଶ୍ୱର : ବାଲେଶ୍ୱର ଅନ୍ତର୍ଗତ ନୀଳଗିରି ଧୂବଶୀଳ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଥିବା ଏକ ଅଙ୍ଗନବାଡ଼ି କେନ୍ଦ୍ରକୁ କିଛି ଦୁର୍ବୃତ୍ତ ଜାଳି ଦେଇଥିବା ଜଣାପଡ଼ିଛି। ବିଭିନ୍ନ ବିବାଦ କାରଣରୁ ଦୁର୍ବୃତ୍ତମାନେ ଅଙ୍ଗନବାଡ଼ି କେନ୍ଦ୍ରରେ ନିଆଁ ଲଗାଇଥିବା ସନ୍ଦେହ କରାଯାଉଛି। ଏହି ଅଗ୍ନିକାଣ୍ଡରେ କୌଣସି ଜୀବନ ହାନି ହୋଇନଥିବା ବେଳେ କ୍ଷୟକ୍ଷତିର ସୂଚନା ମିଳିନାହିଁ। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Comments are closed.