ଟିଟିଲାଗଡ ଜଗନ୍ନାଥ ମନ୍ଦିର ପରିସରରେ ବ୍ରାହ୍ମଣ ସମାଜ ପକ୍ଷରୁ ସ୍ୱତନ୍ତ୍ର ଅଧିବେଶନ

ଟିଟିଲାଗଡ଼ : ବଲାଙ୍ଗୀର ଟିଟିଲାଗଡ଼ ବ୍ରାହ୍ମଣ ସମାଜ ପକ୍ଷରୁ ସ୍ଥାନୀୟ ଜଗନ୍ନାଥ ମନ୍ଦିର ପରିସରରେ ସୋମବାର ସ୍ୱତନ୍ତ୍ର ଅଧିବେଶନ ଅନୁଷ୍ଠିତ ହୋଇଛି। ଏଥିରେ ରାଜ୍ୟ ବ୍ରାହ୍ମଣ ମହାସଂଘ ସଭାପତି ସୀମାଞ୍ଚଳ ମହାପାତ୍ର ଯୋଗ ଦେଇଛନ୍ତି। ଦେଶକୁ ବିକାଶ ପଥରେ ଅଗ୍ରସର କରିବାକୁ ସକ୍ରିୟ ସହଯୋଗ ପାଇଁ ସେ ଆହ୍ୱାନ ଦେଇଛନ୍ତି।

Comments are closed.