ଆଜି ମୁଖ୍ୟମନ୍ତ୍ରୀଙ୍କ କେନ୍ଦ୍ରାପଡ଼ା ଗସ୍ତ

0

କେନ୍ଦ୍ରାପଡ଼ା : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର କେନ୍ଦ୍ରାପଡ଼ା ଗସ୍ତରେ ଯାଉଛନ୍ତି। ଏହି ଅବସରରେ ସେ ମିଶନ ଶକ୍ତି କାର୍ଯ୍ୟକ୍ରମରେ ସ୍ୱୟଂ ସହାୟିକା ଗୋଷ୍ଠୀମାନଙ୍କୁ ପ୍ରୋତ୍ସାହିତ କରିବା ସହ ସଫଳ ମହିଳାମାନଙ୍କୁ ସମ୍ବର୍ଦ୍ଧିତ କରିବାର କାର୍ଯ୍ୟକ୍ରମ ରହିଛି। ସୂଚନା ଅନୁଯାୟୀ, ଏହି ସମାବେଶରେ କେନ୍ଦ୍ରାପଡ଼ା ଓ କଟକ ଜିଲାର ମହିଳାମାନେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏଥିସହ ପ୍ରାୟ ୧୨,୨୫୦ ସ୍ୱୟଂ ସହାୟିକା ଗୋଷ୍ଠୀ ସମେତ ୯,୨୫୦ ନୂଆ ଗୋଷ୍ଠୀର ସଦସ୍ୟ ଯୋଗ ଦେବେ।

Leave A Reply