ସଡ଼କ ଦୁର୍ଘଟଣାରେ ଜଣେ ଗୁରୁତର

ସୁବର୍ଣ୍ଣପୁର : ସୁବର୍ଣ୍ଣପୁର ଜିଲା ଡ଼ୁଙ୍ଗୁରିପାଲି ବ୍ଲକ ଗଣିଆ ଛକରେ ଏକ ସଡ଼କ ଦୁର୍ଘଟଣା ଘଟିଥିବା ଶନିବାର ଜଣାପଡ଼ିଛି। ବାଇକରୁ ଖସି ପଡ଼ି ଜଣେ ଯୁବକ ଗୁରୁତର ହୋଇଛନ୍ତି। ତାଙ୍କୁ ଗୁରୁତର ଅବସ୍ଥାରେ ବୁର୍ଲା ସ୍ଥାନାନ୍ତର କରାଯାଇଛି। ଗୁରୁତର ଯୁବକଙ୍କୁ ଛାଡ଼ି ତାଙ୍କ ସହ ଥିବା ତାଙ୍କ ସାଥି ଆରୋହୀ ଫେରାର ହୋଇଯାଇଥିବା ଜଣାପଡ଼ିଛି।

Comments are closed.