ପ୍ରାର୍ଥୀ ପତ୍ର ଦାଖଲ କଲେ ଅଶୋକ ଦୋରା

0

ଟିଟିଲାଗଡ଼ : ଟିଟିଲାଗଡ଼ ବିଧାନସଭା ନିର୍ବାଚନ କ୍ଷେତ୍ର ପାଇଁ ବିଜେପିରୁ ଅଶୋକ ଦୋରା ପ୍ରାର୍ଥୀ ପତ୍ର ଦାଖଲ କରିଛନ୍ତି। ସେ ନିଜର ସମର୍ଥକମାନଙ୍କ ସହ ଶୋଭାଯାତ୍ରାରେ ଯାଇ ନିର୍ବାଚନ ଅଧିକାରୀ ତଥା ଉପଜିଲ୍ଲାପାଳଙ୍କ ନିକଟରେ ନାମାଙ୍କନ ଦାଖଲ କରିଛନ୍ତି।

Leave A Reply