ମହିଳାଙ୍କ ମୃତଦେହ ଠାବ

ନୟାଗଡ଼ : ପାଣିପୋଇଲା ସାନହାମରା ଜଙ୍ଗଲରୁ ରବିବାର ଜଣେ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଠାବ ହୋଇଛି। ମୃତ ମହିଳାଙ୍କ ପରିଚୟ ମିଳିପାରି ନାହିଁ। ସୂଚନା ଯୋଗ୍ୟ, ମହିଳାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Comments are closed.