ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ

ବରଗଡ଼ : ବରଗଡ଼ ଜଳ ସମ୍ପଦ ବିଭାଗ ସହକାରୀ ଯନ୍ତ୍ରୀଙ୍କ ଘରେ ବୁଧବାର ଭିଜିଲାନ୍ସ ଚଢାଉ କରିଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସହକାରୀ ସହକାରୀ ଯନ୍ତ୍ରୀ ଟଙ୍କଧର ମେହେରଙ୍କର ବାସଭବନ ଓ କାର୍ଯ୍ୟାଳୟ ସମେତ ଅନ୍ୟ କେତେକ ସ୍ଥାନରେ ଭିଜିଲାନ୍ସ ଏହି ଚଢାଉ କରି ତଦନ୍ତ କରୁଛି। ଚଢାଉ ସମୟରେ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଓ ବିପୁଳ ପରିମାଣରେ ସମ୍ପତ୍ତି ଠାବ କରିଥିବା ସୂଚନା ମିଳିଛି।

Comments are closed.