ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ, ୧୧ଗୁରୁତର

ନୂଆପଡ଼ା : ନୂଆପଡ଼ା ଜିଲା ଖଡ଼ିଆଳ ଥାନା ଦୋହେଲପଡ଼ା ଗ୍ରାମରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟି ୧୧ଜଣ ଗୁରୁତର ହୋଇଥିବା ଜଣାପଡିଛି। ପୂର୍ବ ଶତ୍ରୁତାରୁ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଛି। ଗୁରୁତର ୧୧ଜଣଙ୍କ ମଧ୍ୟରେ ୪ଜଣ ମହିଳାଥିବା ଜଣାପଡିଛି। ଗୁୁରୁତର ଅବସ୍ଥାରେ ୭ଜଣଙ୍କୁ ଖଡ଼ିଆଳ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବାବଳେ ୪ଜଣଙ୍କୁ ରାୟପୁର ଡ଼ାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।

Comments are closed.