ବିଜେଡି ଛାଡିଲେ ପୂର୍ବତନ ବିଧାୟକ କେ.ନାରାୟଣ ରାଓ

0

ଭୁବନେଶ୍ବର : ପାରଳାଖେମୁଣ୍ଡିର ପୂର୍ବତନ ବିଧାୟକ କେ.ନାରାୟଣ ରାଓ ବିଜେଡିରୁ ମଙ୍ଗଳବାର ଦିନ ଇସ୍ତଫା ଦେଇଛନ୍ତି। ପାରଳାଖେମୁଣ୍ଡି ବିଧାନସଭା ଆସନ ପାଇଁ ବିଜେଡିରୁ ଟିକେଟ ନ ମିଳିବାରୁ ସେ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫା ପତ୍ର ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଥିବା ଜଣାପଡିଛି।

Leave A Reply