ଗୋପବନ୍ଧୁ ନଗର ବ୍ଲକ ଅଧ୍ୟକ୍ଷାଙ୍କ ପରଲୋକ

0

ଖୁଣ୍ଟା : ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ ଅଧ୍ୟକ୍ଷା ଅଞ୍ଜୁ ଖଣ୍ଡେଇଙ୍କ ପରଲୋକ ହୋଇଛି। ଏହା ଜଣାପଡ଼ିବା ପରେ ବିଭିନ୍ନ ମହଲରେ ଶୋକର ବାତାବରଣ ସୃଷ୍ଟି ହୋଇଛି। ସୂଚନା ଅନୁଯାୟୀ, ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ଡ଼ାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ଶନିବାର ବିଳମ୍ବିତ ରାତିରେ ସେ ପ୍ରାଣତ୍ୟାଗ କରିଥିଲେ।

Leave A Reply