ସ୍ୱାଧୀନତା ଦିବସ ଓ ରକ୍ଷା ବନ୍ଧନ ଅବସରରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

ନୂଆଦିଲ୍ଲୀ : ସ୍ୱାଧୀନତା ଦିବସ ଓ ରକ୍ଷା ବନ୍ଧନ ଅବସରରେ ପ୍ରଧାନମନ୍ତ୍ରୀ  ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ  ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି।
ପ୍ରଧାନମନ୍ତ୍ରୀ  ନରେନ୍ଦ୍ର ମୋଦୀ ସ୍ୱାଧୀନତା ଦିବସ ଅବସରରେ ଦେଶବାସୀଙ୍କୁ ଶୁଭକାମନା ଜଣାଇଛନ୍ତି। “ସମସ୍ତ ଦେଶବାସୀଙ୍କୁ ସ୍ୱାଧୀନତା ଦିବସର ହାର୍ଦ୍ଦିକ ଶୁଭକାମନା। ଜୟ ହିନ୍ଦ!” ମୋର ସମସ୍ତ ଦେଶବାସୀଙ୍କୁ ସ୍ୱାଧୀନତା ଦିବସର ଶୁଭେଚ୍ଛା। ଜୟ ହିନ୍ଦ, ବୋଲି ପ୍ରଧାନମନ୍ତ୍ରୀ ତାଙ୍କ ବାର୍ତ୍ତାରେ କହିଛନ୍ତି।

ସେହିପରି ରକ୍ଷା ବନ୍ଧନ ଅବସରରେ ପ୍ରଧାନମନ୍ତ୍ରୀ  ନରେନ୍ଦ୍ର ମୋଦୀ  ଦେଶର ଜନସାଧାରଣଙ୍କୁ ଶୁଭକାମନା ଜଣାଇଛନ୍ତି।
“ରକ୍ଷା ବନ୍ଧନ ଅବସରରେ ଆପଣ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭକାମନା”। ଋକ୍ଷା ବନ୍ଧନର ପବିତ୍ର ଅବସରରେ ଶୁଭକାମନା ବୋଲି ପ୍ରଧାନମନ୍ତ୍ରୀ ତାଙ୍କ ବାର୍ତ୍ତାରେ କହିଛନ୍ତି।

Comments are closed.