ଟ୍ରକ୍ ପଛରୁ ଧକ୍କା ଦେଲା ବସ୍, ହେଲପର ମୃତ

.

Published On: Oct 12, 2017 12:15 PM IST | Updated On: Oct 12, 2017 12:21 PM IST |   2684


ବାଲେଶ୍ବର: କଣ୍ଟାପଡା ଥାନା ୧୬ ନମ୍ବର ଜାତୀୟ ରାଜପଥ ଚିତପଡା ଛକ ନିକଟରେ ସଡକ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଦୁଇ ଜଣ ଆହତ ହୋଇଥିବା ଜଣାପଡିଛି ।

 

ସୂଚନାଯେରଗ୍ୟ, ନୀଳ-ମାଧବ ନାମକ ଏକ ଯାତ୍ରୀବାହୀ ବସ୍ ଚିତପଡା ଛକ ନିକଟରେ ଏକ ଟ୍ରକ୍ ପଛରୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ବସ୍ ହେଲପରର ମୃତ୍ୟୁ ଘଟିଥିବା ବେଳେ ତାଙ୍କର ପରିଚୟ ମିଳିପାରି ନାହିଁ । ଏହି ଦୁର୍ଘଟଣାରେ ଆହତ ହୋଇଥିବା ଦୁଇ ଯାତ୍ରୀଙ୍କୁ ବାଲେଶ୍ବର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। 

Tags:

Like Us

Breaking News

ମୋହାଲି : ଆଜି (ବୁଧବାର) ଭାରତ-ଶ୍ରୀଲଙ୍କା ୨ୟ ଦିନିକିଆ ମ୍ୟାଚ୍‌ ସି ପ୍ଲେନରେ ଯାତ୍ରା କରି  ନିର୍ବାଚନ ପ୍ରଚାର କଲେ ମୋଦି ମନ୍ଦିର ଯିବା କ’ଣ ଭୂଲ: ବିଜେପିକୁ ପ୍ରଶ୍ନ ପଚାରିଲେ ରାହୁଲ ଗାନ୍ଧୀ ପାରିଦୀପ ତୈଳ ବିଶୋଧନାଗାରରେ ଅଗ୍ନିକାଣ୍ଡ