ବିଜେପିରେ ଯୋଗଦେଲେ ପୂର୍ବତନ ପୁଲିସ ଡିଜି ପ୍ରକାଶ ମିଶ୍ର

0

ଭୁବନେଶ୍ୱର : ପୂର୍ବତନ ପୁଲିସ ମହାନିର୍ଦ୍ଦେଶକ ପ୍ରକାଶ ମିଶ୍ର ରବିବାର ବିଜେପିରେ ଯୋଗ ଦେଇଛନ୍ତି। ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ସେ ଆନୁଷ୍ଠାନିକ ଭାବେ ସାମିଲ ହୋଇଛନ୍ତି। ଏହି ମିଶ୍ରଣ ପର୍ବରେ ପୂର୍ବତନ ବିଧାୟକ ବୃନ୍ଦାବନ ମାଝୀ ଓ ଜଳେଶ୍ୱର ପୂର୍ବତନ ବିଧାୟକ ଦେବୀ ପ୍ରସନ୍ନ ଚାନ୍ଦ ମଧ୍ୟ ବିଜେପିରେ ଯୋଗ ଦେଇଛନ୍ତି। କେନ୍ଦ୍ରମନ୍ତ୍ରୀ ଧର୍ମ୍ରେନ୍ଦ୍ର ପ୍ରଧାନ, ବିଶ୍ୱଭୂଷଣ ହରିଚନ୍ଦନ, ଦାମୋଦର ରାଉତଙ୍କ ଉପସ୍ଥିତିରେ ଏହି ମିଶ୍ରଣ ପର୍ବ ହୋଇଥିଲା।

Leave A Reply