ଦିବା ପହୁଡ଼ ନୀତି ଯୋଗୁଁ ଶ୍ରୀଜିଉଙ୍କ ୨ ଘଣ୍ଟା ଦର୍ଶନ ବନ୍ଦ

ପୁରୀ: ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ଦିବା ପହୁଡ଼ ନୀତି ଯୋଗୁଁ ପ୍ରାୟ ୨ଘଣ୍ଟା ଦର୍ଶନ ବନ୍ଦ ରହିବ। ଏହି ନୀତି ପାଇଁ ଭକ୍ତମାନେ ଅପରାହ୍ନ ୪ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଶ୍ରୀଜିଉଙ୍କୁ ଦର୍ଶନ କରି ପାରିବେ ନାହିଁ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

Comments are closed.