ଶ୍ରୀମନ୍ଦିର ସଂସ୍କାର ବୈଠକ

0

ପୁରୀ : ଶ୍ରୀମନ୍ଦିର ସଂସ୍କାର ନେଇ ଗୋବର୍ଦ୍ଧନ ପୀଠରେ ବୈଠକ ଆରମ୍ଭ ହୋଇଛି। ଜଗଦଗୁରୁ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ୱତୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହୋଇଛି। ସୂଚନା ଅନୁଯାୟୀ, ଗଜପତି ମହାରାଜ ଶ୍ରୀ ଦିବ୍ୟ ସିଂହ ଦେବ,ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପି.କେ ମହାପାତ୍ର, ଜିଲ୍ଲାପାଳ ଜ୍ୟୋତି ପ୍ରକାଶ ଦାସ ଓ ବରିଷ୍ଠ ସେବାୟତ ଏହି ବୈଠକରେ ଉପସ୍ଥିତ ରହିଛନ୍ତି।

Leave A Reply