ଶ୍ରୀମନ୍ଦିରର ରତ୍ନ ଭଣ୍ଡାର ଖୋଲିବାକୁ ପୁଣି ଦାବି

ପୁରୀ: କିଛି ଦିନର ବ୍ୟବଧାନ ପରେ ଶ୍ରୀମନ୍ଦିରର ରତ୍ନ ଭଣ୍ଡାର ଖୋଲିବାକୁ ନେଇ ପୁଣି ଦାବି ହୋଇଛି। ଦଇତାପତି ବିନାୟକ ଦାସ ମହାପାତ୍ର ସୋମବାର ଶ୍ରୀମନ୍ଦିରର ରତ୍ନ ଭଣ୍ଡାର ଖୋଲିବାକୁ ନେଇ ଗଣମାଧ୍ୟମରେ ମୁହଁ ଖୋଲିଛନ୍ତି। ଅନ୍ୟପକ୍ଷରେ ପରିଚାଳନା କମିଟିରେ ଆଲୋଚନା ହେବା ପରେ ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ ପଦକ୍ଷେପ ନିଆଯିବ ବୋଲି ଶ୍ରୀମନ୍ଦିରର ନୀତି ପ୍ରଶାସକ କହିଛନ୍ତି।

Comments are closed.