ବନକଲାଗି ନୀତି ଯୋଗୁଁ ୫ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର

0

ପୁରୀ: ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କର ଆଜି ଅପରାହ୍ଣ ବନକଲାଗି ନୀତି ଅନୁଷ୍ଠିତ ହେବ। ବନକଲାଗି ନୀତି ଯୋଗୁଁ ଶ୍ରୀମନ୍ଦିର ୫ ଘଣ୍ଟା ବନ୍ଦ ରହିବ । ନୀତି ସମ୍ପନ୍ନ ପରେ ରାତି ପ୍ରାୟ ୮ଟା ଶ୍ରଦ୍ଧାଳୁମାନେ ଶ୍ରୀଜୀଉଙ୍କର ଦର୍ଶନ କରିପାରିବେ ବୋଲି ମନ୍ଦିର ପରିଚାଳନା କମିଟି ପକ୍ଷରୁ ସୂଚନା ମିଳିଛି ।

Leave A Reply