ଆସନ୍ତା କାଲି ଓଡ଼ିଶା ଆସିବେ ରାହୁଲ

ଭୁବନେଶ୍ବର : କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶୁକ୍ରବାର ପୁଣି ଓଡ଼ିଶା ଗସ୍ତରେ ଆସୁଛନ୍ତି। ଚତୁର୍ଥ ପର୍ଯ୍ୟାୟ ମତଦାନକୁ ଦୃଷ୍ଟିରେ ରଖି ନିର୍ବାଚନୀ ପ୍ରଚାର ପାଇଁ ରାହୁଲ ଓଡ଼ିଶା ଆସି ବାଲେଶ୍ୱର ନିର୍ବାଚନୀ ସଭାରେ ଯୋଗ ଦେବାର କର୍ଯ୍ୟକ୍ରମ ରହିଛି। ଏହାପରେ ସେ ଜଗତସିଂହପୁରରେ ଆୟୋଜିତ ସଭାରେ ମଧ୍ୟ ଯୋଗ ଦେବେ ବୋଲି ଜଣାପଡ଼ିଛି।

Comments are closed.